ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି। ଏହି ବୈଠକରେ ୧୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନବୀନ ନିବାସରୁ ବୈଠକରେ ଯୋଡି ହୋଇଥିଲେ। ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସାଧାରଣ ପ୍ରଶାସନ, ଗୃହ ଓ ଅବକାରୀ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପଞ୍ଚାୟତିରାଜ, ଶ୍ରମ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ବେଳେ ଷୋଡ଼ଶ ବିଧାନସଭାର ସତ୍ରାବସାନକୁ ମିଳିଛି ମଞ୍ଜୁରୀ ଥିବା ଜଣାପଡ଼ିଛି ।






More Stories
ଆଜିଠୁ ପ୍ରବଳ ବର୍ଷୀବ….
ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ…..
୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ…..