ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନୂଆ ସଂସଦ ଭବନରେ ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ। ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଆଜି ଜାତୀୟ ପତାକା ଉତ୍ତୋଳନ କରାଯାଇଛି | ଏହି ଅବସରରେ ବାଚସ୍ପତି ଓମ୍ ବିର୍ଲା, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ, ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଓ ଭି ମୁରଳୀଧନରଙ୍କ ସମେତ ଉଭୟ ସଦନ ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଉପସ୍ଥିତ ଥିଲେ। ଆସନ୍ତାକାଲି ଅର୍ଥାତ ୧୮ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ସଂସଦର ସ୍ୱତନ୍ତ୍ର ଅଧିବେଶନ ବସିବ।






More Stories
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ବିମାନରେ ନିଆଁ….
ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା…..