ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ଚାଲିଥିବାବେଳେ ଏହା ଅପରାହ୍ନ ୪ଟା ଯାଏଁ ଚାଲିବ। ଜଣଙ୍କ ପରେ ଜଣେ ବିଧାୟକ ଭୋଟ ଦେବା ପାଇଁ ପହଞ୍ଚୁଥିବା ଦେଖିବାକୁ ମିଳିଛି । ରାଜ୍ୟସଭା ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବା ୫ ପ୍ରାର୍ଥୀ ୪ଟି ଆସନରେ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି। ମତଦାନ ଆରମ୍ଭ ହେବା ମାତ୍ରେ ମୁକେଶ ମହାଲିଙ୍ଗ ପ୍ରଥମେ ଭୋଟ୍ ଦେଇଛନ୍ତି।






More Stories
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ:ପାସ୍ ହାର ୯୫.୩୩%….
ରାଜ୍ୟରେ ୭ ଯାଏଁ କାଳବୈଶାଖୀ…..
ଆଜି ମାଟ୍ରିକ ପରୀକ୍ଷା ଫଳ…..