ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୬୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛ । ଆଜିର ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି | ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ଭିଜିଲାନ୍ସ ଜାଲରେ ଏଏସଆଇ……
ମାସକୁ ଅଢେଇ ଲକ୍ଷ ପାଇବେ ବିଧାୟକ!…..
ଭତ୍ତା ବଢାଇଲେ ମୋହନ ସରକାର…..