ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗୋଟିଏ ପଟେ କରୋନା ସଂକ୍ରମଣ ହ୍ରାସପାଇଥିବା ବେଳେ | ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଧାରୁ ୨୩, କଟକରୁ ୯, ପୁରୀରୁ ୭, କେନ୍ଦ୍ରାପଡାରୁ ୬, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ପ୍ରଥମ ବନ୍ୟାଜଳ ଛାଡିଲା ହୀରାକୁଦ…..
ପିଏମ୍-ସୂର୍ଯ୍ୟ ଘର ସହ ଯୋଡ଼ି ହେବ ପିଏମ୍-ଆବାସ ଯୋଜନା…..
ରଥଯାତ୍ରାରେ ଅଧାକୁ କମିବ କର୍ଡନ୍ ପାସ୍…..