ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୩,୨୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୧୮୩୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ସ ୧୩୮୪ ରହିଛି।ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୧୬,୧୦୯ରେ ପହଞ୍ଚି | ଏଥି ମଧ୍ୟରୁ ୮,୮୦,୯୯୭ ଜଣ ସୁସ୍ଥ ହୋଇଛନ୍ତି। ତେବେ ଆକ୍ଟିଭ୍ କେସ୍-୩୦,୯୫୦ରହିଛି। କଟକରୁ ସର୍ବାଧିକ ୬୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୨୨ ଚିହ୍ନଟ ହୋଇଛନ୍ତି। ସେହି ପରି ରାଜ୍ୟରେ ଅନ୍ୟ ଜିଲ୍ଲାଗୁଡିକର ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳରୁ ୯୧, ବାଲେଶ୍ୱରରୁ ୨୦୮, ବରଗଡ଼ରୁ ୨୪, ଭଦ୍ରକରୁ ୧୪୧, ବଲାଙ୍ଗିରରୁ ୨୨, ବୌଦ୍ଧରୁ ୧୬, କଟକରୁ ୬୧୯, ଦେବଗଡ଼ରୁ ୭, ଢେଙ୍କାନାଳରୁ ୪୧, ଗଜପତିରୁ ୯, ଗଞ୍ଜାମରୁ ୨୪, ଜଗତସିଂହପୁରରୁ ୨୧୨, ଯାଜପୁରରୁ ୧୯୦, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୨୫ କେନ୍ଦ୍ରାପଡ଼ାରୁ ୧୭୯, କେନ୍ଦୁଝରରୁ ୬୪, ଖୋର୍ଦ୍ଧାରୁ ୪୨୨, କୋରାପୁଟରୁ ୫୩, ମାଲକାନଗିରିରୁ ୬୬, ମୟୂରଭଞ୍ଜରୁ ୧୯୫, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୬, ପୁରୀରୁ ୧୮୮, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୩୧, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୬୬ ଓ ଷ୍ଟେଟ୍ ପୁଲ୍ରୁ ୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Discussion about this post