ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟର କରୋନା ମୃତ୍ୟୁସଂଖ୍ୟା ୭,୩୫୮କୁ ବୃଦ୍ଧି ପାଇଁଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ରହିଛନ୍ତି କଟକ ଓ ଜଗତସିଂହପୁରରୁ ୧୩ ଲେଖାଏ ଆକ୍ରାନ୍ତ ଆଖି ବୁଜିଥିବାବେଳେ ଢେଙ୍କାନାଳରୁ ୧୧, ଅନୁଗୁଳ ଓ କେନ୍ଦ୍ରାପଡ଼ାରୁ ୮ ଲେଖାଏ ଆଖି ବୁଜିଛନ୍ତି। ସେହିପରି ଯାଜପୁରରୁ ୫, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧାରୁ ୩ ଲେଖାଏ, ଯାଜପୁରରୁ ୫, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧାରୁ ୩ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ନବରଙ୍ଗପୁର, ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭,୩୫୮କୁ ବୃଦ୍ଧି ପାଇଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..