ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ୬୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର , କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର , କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ପ୍ରଫେସରଙ୍କ ଘରେ ସିବିଆଇ ରେଡ଼…..
ବିବାହ ମଣ୍ଡପରୁ ଚୋରି ଘଟଣାରେ ଅଭି ଯୁକ୍ତ ଗିରଫ…..
ରେଳ ୱାଗନରୁ ୧୨ଟି ବୋମା ଜବତ…..