ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ ୨୯୧୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୩ ହଜାର ୫୦୮କୁ ବୃଦ୍ଧି ପାଇଛି । ଏହି ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨୯୧୨ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୬୭୫ ଲୋକାଲ କେସ୍ ୧୨୩୭ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସବାଧିକ ୪୦୧ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ । ଅନୁଗୁଳରୁ ୧୧୯, ବାଲେଶ୍ୱରରୁ ୨୨୦, ବରଗଡ଼ରୁ ୩୧, ଭଦ୍ରକରୁ ୧୩୬, ବଲାଙ୍ଗିରରୁ୧୨, ବୌଦ୍ଧରୁ ୧୮, କଟକରୁ ୩୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪୨,ଗଜପତିରୁ ୧୩, ଗଂଜାମରୁ୧, ଜଗତସିଂହପୁରରୁ ୧୩୧, ଯାଜପୁରରୁ ୨୯୨, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୩୫,କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦୁଝରରୁ ୭୦, ଖୋର୍ଦ୍ଧାରୁ ୪୦୧, କୋରାପୁଟରୁ ୫୪, ମାଲକାନଗିରିରୁ ୪୯,ମୟୂରଭଂଜରୁ୧୭୪, ନବରଙ୍ଗପୁରରୁ ୫୦, ନୟାଗଡ଼ରୁ ୧୪୦,ନୂଆପଡ଼ାରୁ ୮, ପୁରୀରୁ ୧୬୧, ରାୟଗଡ଼ାରୁ ୫୨, ସମ୍ବଲପୁରରୁ ୩୦,ସୁବର୍ଣ୍ଣପୁରରୁ ୧୩, ସୁନ୍ଦରଗଡ଼ରୁ ୭୧, ଷ୍ଟେଟପୁଲରୁ ୬୫ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୩୪୮୬ ଜଣ କରୋନା ସଂକ୍ରମିତ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା ବେଳେ ୧୨୪୧୭୩୮୭ ଜଣଙ୍କର କରୋନା ପରୀକ୍ଷଣ କରାଯାଇଛି । ରାଜ୍ୟରେ ମୋଟ୍ ୮୯୩୫୦୮ ସଂକ୍ରମିତ ମଧ୍ୟରୁ କରୋନାକୁ ମାତ ଦେଇ ଘରକୁ ଫେରିଲେଣି ୮୫୬୪୯୮ ଜଣ । ସେହିପରି ରାଜ୍ୟରେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୩୩୧୫୬ ।
More Stories
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….