ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଚିକିତ୍ସାଧୀନ ଅବସ୍ଥାରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩,କଟକରୁ ୨, ଯାଜପୁରର ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୧୧୪ରେ ପହଞ୍ଚିଛି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..