ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ……
ପଶ୍ଚିମବଙ୍ଗ ଗଲେ ମୁଖ୍ୟମନ୍ତ୍ରୀ…..
ଓଡ଼ିଶାରେ ଲାଗୁହେବ ପେସା ଆଇନ……