ରିପୋର୍ଟ କାର୍ଡ / କେନ୍ଦ୍ରାପଡ଼ା
କେନ୍ଦ୍ରାପଡ଼ା ରାଜନଗର ଥାନା ସାନମରିଚାପଲ୍ଲୀ ନାବାଳିକା ଦୁଷ୍କର୍ମ ଘଟଣାରେ ରାୟ ଶୁଣାଇଛନ୍ତି କୋର୍ଟ । ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି । ମାମଲାର ବିଚାର କରି ଅଭିଯୁକ୍ତ ନବୀନ ସେଠୀକୁ ଜିଲ୍ଲା ପୋକ୍ସୋ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ ଏହି ରାୟ ଶୁଣାଇଛନ୍ତି ।
More Stories
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..