ରିପୋର୍ଟ କାର୍ଡ / ଭୁବନେଶ୍ୱର
ସଙ୍ଗମ ଏକାଡେମୀ ଆଣ୍ଡ ପବ୍ଲିକେସନ ରାଜସ୍ଥାନ ପକ୍ଷରୁ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ଡ ନାରାୟଣ ମହାପାତ୍ର ଙ୍କୁ ରାଷ୍ଟ୍ରୀୟ ସେବା ସମ୍ମାନ ୨୦୨୩ ରେ ସମ୍ଵର୍ଦ୍ଧିତ କରାଯାଇଛି | ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟ ଅନେକ ସାମାଜିକ କାର୍ଯ୍ୟ କରିଥାଏ | ପୂର୍ବରୁ ମଧ୍ୟ ବହୁ ଜାତୀୟ ଓ ଅର୍ନ୍ତଜାତୀୟ ଅନୁଷ୍ଠାନ ପକ୍ଷରୁ ଡ ନାରାୟଣ ମହାପାତ୍ର ଙ୍କୁ ସମାଜସେବା କ୍ଷେତ୍ର ରେ ବହୁ ସମ୍ମାନର ଅଧିକାରୀ ହୋଇଛନ୍ତି |






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..