ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି ରାଜ୍ୟ ପାଇଁ ଗୋଟିଏ ମେଡିସିନ ଦର ରହିବ। କେନ୍ଦ୍ର ସରାକର ୩୯ଟି ମେଡିସିନର ଦର ଧାର୍ଯ୍ୟ କରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ରସାୟନ ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ତାଲିକା ସବୁ ଔଷଧ ଦୋକାନରେ ଲଗାଯିବ। ରକ୍ତଚାପ, ମଧୁ ମେୟ, ହୃଦ ରୋଗ ଭଳି ୩୯ଟି ଔଷଧର ଦର ଧାର୍ଯ୍ୟ ହୋଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..