Report Card Odisha

| Daily Odia News

ଖୋଲିବ ରତ୍ନ ଭଣ୍ଡାର !….

ରିପୋର୍ଟ କାର୍ଡ / ପୁରୀ

ଆସନ୍ତା ୨୭ ତାରିଖରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଉକ୍ତ ବୈଠକରେ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି ଓ ଯାଞ୍ଚ ପାଇଁ ଅଲୋଚନା କରାଯିବ। ରତ୍ନ ଭଣ୍ଡାର ଖୋଲିବା ପାଇଁ ରାଜ୍ୟ ସରକାର ଅନୁମତି ପ୍ରଦାନ ନିମନ୍ତେ ଚିଠି କରିବାକୁ ନିଷ୍ପତ୍ତି ନିଆଯିବ । ଶ୍ରୀମନ୍ଦିର ମରାମତି ଓ ସୁରକ୍ଷା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିବା ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ଓଡ଼ିଶା ହାଇକୋର୍ଟର ଆମିକସକ୍ୟୁରି ଏନ୍.କେ ମହାନ୍ତି।

Breaking News