ରିପୋର୍ଟ କାର୍ଡ / ପୁରୀ
ଆସନ୍ତା ୨୭ ତାରିଖରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଉକ୍ତ ବୈଠକରେ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି ଓ ଯାଞ୍ଚ ପାଇଁ ଅଲୋଚନା କରାଯିବ। ରତ୍ନ ଭଣ୍ଡାର ଖୋଲିବା ପାଇଁ ରାଜ୍ୟ ସରକାର ଅନୁମତି ପ୍ରଦାନ ନିମନ୍ତେ ଚିଠି କରିବାକୁ ନିଷ୍ପତ୍ତି ନିଆଯିବ । ଶ୍ରୀମନ୍ଦିର ମରାମତି ଓ ସୁରକ୍ଷା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିବା ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ଓଡ଼ିଶା ହାଇକୋର୍ଟର ଆମିକସକ୍ୟୁରି ଏନ୍.କେ ମହାନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..