ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ସୁରକ୍ଷା ବୃଦ୍ଧି କରାଯିବ। ଏହାକୁ ଅଧିକ ସୁରକ୍ଷିତ କରାଯିବାକୁ ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୋଡ୍ରେଜ୍ ସିକ୍ୟୁରିଟିଜ ସହିତ ଆଲୋଚନା କରାଯାଇଛି। ବାହାର ରତ୍ନଭଣ୍ଡାରର ସୁରକ୍ଷା ମାନଦଣ୍ଡକୁ ଅଧିକ ସୁଦୃଢ଼ କରାଯିବ। ଏହା ସହିତ ସୁରକ୍ଷା ବ୍ୟବସ୍ଥାରେ ବାୟୋମେଟ୍ରିକ ବ୍ୟବସ୍ଥା ସହିତ ଡିଜିଟାଲାଇଜେସନକୁ ଗୁରୁତ୍ଵ ଦିଆଯିବ ବୋଲି ସୂଚନା ମିଳିଛି।
More Stories
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..
ଓଡ଼ିଶା ଆସିବେ ରାଷ୍ଟ୍ରପତି….
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….