Report Card Odisha

| Daily Odia News

ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

କେନ୍ଦ୍ର ସରକାର ଛତିଶଗଡ଼ କ୍ୟାଡରର ୨୦୧୬ ବ୍ୟାଚର ଆଇଏଏସ ଅଧିକାରୀ ଡକ୍ଟର ରବି ମିତ୍ତଲଙ୍କୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛନ୍ତି। ତାଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO)ରେ ଉପସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ।

Breaking News