ରିପୋର୍ଟ କାର୍ଡ / ରାୟଗଡା
ଭାଇ ହେଲା ଭାଇର ଶତୃ | ବଡଭାଇର କାଠ ଫାଳିଆ ଆକ୍ରମଣରେ ସାନ ଭାଇର ମୃତ୍ୟୁ ହୋଇଛି | ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁକୁନ୍ଦପୁରରେ | ଗତକାଲି ରାତିରେ ଘଟିଛି ଏହି ଅଭାବନୀୟ ଘଟଣା । ମୃତ ସାନ ଭାଇ ହେଲେ କୁନା ନାୟକ | ତେବେ ଅଭିଯୁକ୍ତ ବଡଭାଇ ଜଣଙ୍କ ମାନସିକ ବିକାର ଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ଘଟଣା ପରେ ମୁକୁନ୍ଦପୁରରେ ଶୋକର ଛାୟା ଖେଳିଯାଇଛି ।






More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….