ରିପୋର୍ଟ କାର୍ଡ / ନୂଆପଡ଼ା
ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର୍ ଆଣ୍ଡ ବିର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ପିପିଲି ଓ ନୂଆପଡ଼ା ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଭୁବନେଶ୍ୱରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୭ ଜଣ ଡିଏସଏସପି, ୩ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଭୁବନେଶ୍ୱର, ପିପିଲି (ପୁରୀ), ଲିଙ୍ଗିପୁର, ଭୁବନେଶ୍ୱରର ନିମ୍ନଲିଖିତ ୮ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଉଛି






More Stories
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……
ଗାଡ଼ିର ବୈଧ କାଗଜପତ୍ର କରିବା ସମୟ ବୃଦ୍ଧି…..
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..