ରିପୋର୍ଟ କାର୍ଡ / ନୂଆପଡ଼ା
ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର୍ ଆଣ୍ଡ ବିର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ପିପିଲି ଓ ନୂଆପଡ଼ା ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଭୁବନେଶ୍ୱରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୭ ଜଣ ଡିଏସଏସପି, ୩ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଭୁବନେଶ୍ୱର, ପିପିଲି (ପୁରୀ), ଲିଙ୍ଗିପୁର, ଭୁବନେଶ୍ୱରର ନିମ୍ନଲିଖିତ ୮ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଉଛି






More Stories
୨୩ ରୁ ହାଇକୋର୍ଟ ବନ୍ଦ…..
ମୁଖ୍ୟମନ୍ତ୍ରୀ ଜାରି କଲେ ୮ସୂତ୍ରୀ ମାର୍ଗଦର୍ଶିକା…..
ବେଆଇନ ନିଯୁକ୍ତି ନେଇ ତାଗିଦ…..