ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରେପୋରେଟ୍ ବୃଦ୍ଧି ହଇଛି | ଫଳରେ ମହଙ୍ଗା ହେବ ଋଣ। ରେପୋରେଟ୍ ୦.୩୫%କୁ କରିଛି ଆର୍ବିଆଇ । ରେପୋ ରେଟ୍ ୩୫ ବେସିସ୍ ପଏଣ୍ଟ ବଢାଇ ୬.୨୫% କରିଥିବା ଆଜି ଆର୍ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଘୋଷଣା କରିଛନ୍ତି। ରେପୋ ରେଟ୍ ୫.୯୦ ପ୍ରତିଶତରୁ ୬.୨୫%କୁ ବୃଦ୍ଧି କରାଯାଇଛି। ମୁଦ୍ରାସ୍ପୀତିକୁ ଦୃଷ୍ଟିରେ ରଖି ଆର୍ବିଆଇ ମନିଟାରୀ କମିଟିରେ ଏନେଇ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁଯାୟୀ, କାର୍, ବାସଗୃହ ଓ ଅନ୍ୟାନ୍ୟ ଋଣ ପରିଶୋଧ କିସ୍ତି (ଇଏମ୍ଆଇ) ବୃଦ୍ଧି ପାଇବା ନେଇ ସୂଚନା ମିଳିଛି।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..