ଦେଶ ବିଦେଶ କମିଲା କମର୍ସିଆଲ ଗ୍ୟାସ ଦର….. Report Card Bureau April 1, 2025 ରିପୋର୍ଟ କାର୍ଡ / ନୂଆଦିଲ୍ଲୀଆଜିଠାରୁ ଦେଶବ୍ୟାପୀ କମର୍ସିଆଲ ଗ୍ୟାସ ଦର କମିଛି। ୧୯ କେଜି କମର୍ସିଆଲ ଗ୍ୟାସ ଦର ୪୧ଟଙ୍କା କମିଥିବା ଜଣାପଡ଼ିଛି। କମର୍ସିଆଲ ଗ୍ୟାସ ଦର ଦିଲ୍ଲୀରେ ୪୧ଟଙ୍କା କମିଛି। ଦିଲ୍ଲୀରେ ଆଜିଠାରୁ ନୂତନ ଗ୍ୟାସ ଦର୧୭୬୨ ଟଙ୍କା ଲାଗୁ କରାଯାଇଛି।Continue ReadingPrevious ଓଡ଼ିଆ ପକ୍ଷ ପାଳନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା…..Next ପ୍ରବଚନ ଦେବାବେଳେ ଟଳିପଡ଼ିଲେ ପ୍ରବଚକ…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ଦେଶ ବିଦେଶ ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍….. April 2, 2026 Report Card Bureau ଦେଶ ବିଦେଶ ବିମାନରେ ନିଆଁ…. April 2, 2026 Report Card Bureau ଦେଶ ବିଦେଶ ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା….. April 1, 2026 Report Card Bureau
More Stories
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ବିମାନରେ ନିଆଁ….
ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା…..