ରିପୋର୍ଟ କାର୍ଡ / କଟକ
ଆସନ୍ତାକାଲି ଠାରୁ ପୁରୀ ଜଗମୋହନ ନାଟମଣ୍ଡପ ମରାମତି କାମ ଆରମ୍ଭ କରିବାକୁ ଏ ଏସ ଆଇକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଆସନ୍ତା ୨୪ ତାରିଖ ଠାରୁ ମରାମତି ଆରମ୍ଭ କରିବାକୁ ଚାହୁଁଥିଲା ଏ ଏସ ଆଇ, ମାତ୍ର ଏହାକୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଅଗ୍ରାହ୍ୟ କରିଛନ୍ତି। ପ୍ରତି ୧୫ ଦିନ ବ୍ୟବଧାନରେ ମରାମତିର ଅଗ୍ରଗତି ରିପୋର୍ଟ ଆମିକସ କ୍ୟୁରୀ ହାଇକୋର୍ଟକୁ ଜଣାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଡିସେମ୍ବର ମାସରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାଯାଇଛି।






More Stories
ଓଏଏସ୍ ସ୍ତରରେ ଅଦଳବଦଳ……
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
୨୭ରୁ ପୁଣି ବଡ଼ ବର୍ଷା…..