ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଏନେଇ ଆପତ୍ତି ଅଭିଯୋଗ/ ପରାମର୍ଶ ଦାଖଲ ପାଇଁ ୧୫ ଦିନର ମହଲତ ଦିଆଯାଇଛି ।

ଆପତ୍ତି ଅଭିଯୋଗ ଗ୍ରହଣ ପରେ ପରବର୍ତ୍ତୀ ସମୟରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ବୋଲି ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି ।






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
୧୬ରେ ରାଜ୍ୟସଭା ନିର୍ବାଚନ…..