ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ଆଇପିଏସ୍ ସ୍ତରରେ ଅଦଳବଦଳ ହୋଇଛି । ସେଣ୍ଟ୍ରାଲ ଡେପୁଟେସନରୁ ଫେରିଥିବା ଯତୀନ୍ଦ୍ର କୋୟଲ ଆଇଜିପି, ପ୍ରୋଭିଜନିଙ୍ଗ ଭାବେ ନିଯୁକ୍ତ ହୋଇଛନ୍ତି । ସେହିପରି ଏସ୍. ପ୍ରବୀଣ କୁମାର ଆଇଜିପି ପର୍ସନେଲ ଭାବେ ନିଯୁକ୍ତି ହୋଇଛନ୍ତି । ପୂର୍ବରୁ ସେ ଆଇନଶୃଙ୍ଖଳା ଆଇଜି ଥିଲେ । ସେହିଭଳି ସଫିନ୍ ଅହମ୍ମଦ କେ. ଙ୍କୁ କ୍ରାଇମବ୍ରାଞ୍ଚ ୨ ଆଇଜିପି ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ସଫିନ୍ ଅହମ୍ମଦ ବର୍ତ୍ତମାନ ଏଚଆରପିସି ଆଇଜିପି ଦାୟିତ୍ବରେ ଅଛନ୍ତି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..