ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟ ସରକାର ଓଏଏସ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ, କଳ୍ପତରୁ ବେହେରାଙ୍କୁ ସିଏମସିର ଅତିରିକ୍ତ କମିଶନର ପଦକୁ ବଦଳି କରାଯାଇଛି । ସେହିପରି ଅବିନାଶ ରାଉତଙ୍କୁ ଏସସିସି ରେଜିଷ୍ଟ୍ରାର(ଆଡମିନିଷ୍ଟ୍ରେସନ)ର ଦାୟିତ୍ୱ ଦିଆଯାଇଛି । ଏହା ସହ ପ୍ରଶାସନ ବିଭାଗ ଓଏସଡି ହୋଇଛନ୍ତି ଦିଲ୍ଲୀପ କୁମାର ମହାରଣା । କ୍ଷୀରାବ୍ଦୀ ବେହେରାଙ୍କୁ ମାଲକାନଗିରି ଅତିରିକ୍ତ ପିଡି ଡିଆରଡିଏ ଭାବେ ବଦଳି କରାଯାଇଛି । ତ୍ରିନାଥ ମାଝୀଙ୍କୁ ମାଲକାନଗିରି ଆଇଟିଡିଏର ପିଏ ଭାବେ ବଦଳି ହୋଇଥିବା ବେଳେ ଫାଲଗୁନୀ ମାଝୀଙ୍କୁ ଗଜପତିର ଆଇଟିଡିଏ ପିଏ ଭାବେ ଦାୟିତ୍ୱ ଦିଆଯାଇଛି ।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..