ରିପୋର୍ଟ କାର୍ଡ / ବାଲେଶ୍ୱର
ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ କରିବାକୁ ନିବେଦନ କରାଯାଇଛି। କ୍ଷତିକାରକ ପୋଷ୍ଟଗୁଡ଼ିକର ସ୍କ୍ରିନ୍ସଟ କିମ୍ବା ଲିଙ୍କ ରଖିବା ପାଇଁ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ‘ଅଭିଯୋଗ କରନ୍ତୁ, ପ୍ରମାଣ ସ୍ବରୂପ ସଂରକ୍ଷଣ କରି ରଖନ୍ତୁ’ ବୋଲି ଜନସାଧାରଣଙ୍କୁ କୁହାଯାଇଛି। ନିୟମ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି l






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..