Report Card Odisha

| Daily Odia News

ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଅବସରପ୍ରାପ୍ତ ଆଇଏଏସ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି। ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି | ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ। ରାଜ୍ୟ ସରକାର ଆଜି ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି।

Breaking News