ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ରାଜଧାନୀ ଭୁବନେଶ୍ବରରେ ଏବେ ମେଟ୍ରୋ ଟ୍ରେନ ଗଡ଼ିବ। ଉତ୍କଳ ଦିବସରେ ଏହା ଓଡ଼ିଶା ପାଇଁ ଉପହାର ବୋଲି କୁହାଯାଉଛି। ଶନିବାର ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଆଜି ଏ ନଇେ ସର୍ଭେ କରିଛନ୍ତି । ମେଟ୍ରୋ ଟ୍ରେନ ଗଡ଼ିବା ପାଇଁ ସୁବିଧା ଅଛି କି ନାହିଁ, କେଉଁଠୁ କେଉଁଠିକି ମେଟ୍ରୋ ଟ୍ରେନ ଗଡିବ, ସେଥିପାଇଁ କ’ଣ କ’ଣ ଆବଶ୍ୟକ ତାହା ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। ଏହି ଖବର ଜଣାପଡିବା ପରେ ରାଜ୍ୟବାସୀ ଏହାକୁ ସ୍ବାଗତ କରିଛନ୍ତି। ମେଟ୍ରୋ ଟ୍ରେନ ଚାଲିଲେ ବହୁ ଲୋକ ଏହା ଦ୍ବାରା ଉପକୃତ ହେବେ ବୋଲି ଆଶା ରହିଛି।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା:କୋର୍ଟରେ ଆତ୍ମସମର୍ପଣ କଲେ ସଂଗ୍ରାମ ବେହେରା…..
ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କମ୍ୟୁନିଷ୍ଟ…..
ସ୍ବର୍ଣ୍ଣ ଜିତିଲେ ମୀରାବାଈ ଚାନୁ…..