ରିପୋର୍ଟ କାର୍ଡ / କୋରାପୁଟ
ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋରାପୁଟ ଜିଲ୍ଲ ବୋରିଗୁମ୍ମା ତହସିଲର ରାଜସ୍ବ ନିରୀକ୍ଷକ (ଆରଆଇ) ସୁରେନ୍ଦ୍ର କୁମାର ତନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଗୁରୁବାର ସୁରେନ୍ଦ୍ରଙ୍କ ଘରେ ଚଢ଼ାଉ କରାଯାଇଛି। ଘର ସମେତ କୋରାପୁଟ ଏବଂ ଜୟପୁରରେ ଥିବା ସୁରେନ୍ଦ୍ରଙ୍କ ୮ଟି ଠିକଣାରେ ଅଧିକାରୀମାନେ ଚଢ଼ାଉ ଜାରି ରଖିଛନ୍ତି। ଭିଜିଲାନ୍ସ ବିଭାଗର ୩ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ୫ ଜଣ ଏଏସଆଇ ଚଢ଼ାଉରେ ସାମିଲ ହୋଇଥିବା ସୂଚନା ମିଳିଛି।
More Stories
ପୁଣି ବଢ଼ିଲା କିଟ୍ ଅଡ଼ୁଆ,ଅଭିଯୋଗ ଆଣିଲେ ମୃତ ଛାତ୍ରଙ୍କ ବାପା…..
ଶାନ୍ତିବାର୍ତ୍ତା ନେଇ ସରକାରଙ୍କୁ ପ୍ରସ୍ତାବ ଦେଲେ ମାଓବାଦୀ…..
ପ୍ରେମିକଙ୍କୁ ଅପହରଣ କରି ପ୍ରେମିକା ଗିରଫ…..