ରିପୋର୍ଟ କାର୍ଡ / ଭୁବନେଶ୍ବର
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ | ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ତହସିଲ ଅଚ୍ୟୁତପୁର ରାଜସ୍ବ ନିରୀକ୍ଷକ ଗୌରାଙ୍ଗ ଶବର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଜମିପଟ୍ଟା କାଗଜ ପତ୍ର କରାଇଦେବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୮ହଜାର ଟଙ୍କା ଲାଞ୍ଚ ନେଉଥିଲେ ଆରଆଇ। ଏହି ସମୟରେ ପୂର୍ବ ଯୋଜନା ମୁତାବକ ଚଢାଉ କରି ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଏହାପରେ ଆରଆଇଙ୍କ ପୈତୃକ ଘର ସହ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି।






More Stories
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..