ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତର ପ୍ରଦେଶ ଆଗ୍ରାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। କାର୍-ଟ୍ରକ୍ ମଧ୍ୟରେ ଧକ୍କା ହେବା ଯୋଗୁ ଏଭଳି ଅଘଟଣ ଘଟିଛି । ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ- ଆଜି ସକାଳେ Etmauddaula ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଟ୍ରକ୍ଟି ନାଗାଲ୍ୟାଣ୍ଡର ହୋଇଥିବା ବେଳେ କାର୍ର ରେଜିଷ୍ଟ୍ରେସନ ନମ୍ବର ଝାଡ଼ଖଣ୍ଡର ବୋଲି ପୋଲିସ ପକ୍ଷରୁ ଜଣାପଡିଛି ଜଣାପଡ଼ିଛି।






More Stories
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……
ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ…..