ରିପୋର୍ଟ କାର୍ଡ / କେନ୍ଦୁଝର
କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବସନ୍ତପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଓ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ପରିଚୟ ମିଳିନାହିଁ। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତାହତ ସମସ୍ତେ କେନ୍ଦୁଝର ଜିଲ୍ଲାର ସାନକମଣ୍ଡର ଗାଁର ବୋଲି ଜଣାଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….