ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଘାଇକୁ କାର୍ ଖସିପଡ଼ି ଗୋଟିଏ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି | ଏଭଳି ଘଟଣା ଘଟିଛି ଉତ୍ତରାଖଣ୍ଡ ଚାମୋଲି ଜିଲ୍ଲାର ବଦ୍ରିନାଥ ଜାତୀୟ ରାଜପଥରେ | ଶନିବାର ବିବାହ ସମାରୋହରୁ ଫେରୁଥିବାବେଳେ ଗାଡିର ଡ୍ରାଇଭର ନିୟନ୍ତ୍ରଣ ହରାଇବା ଫଳରେ ପରିବାରର ୫ ଜଣଙ୍କର ମୃତ୍ୟୁ ହୋଇଛି | ରାତିରେ ବଦ୍ରିନାଥ ଜାତୀୟ ରାଜପଥରେ ପାଖୀ ଅଞ୍ଚଳ ନିକଟରେ କାରଟି ଏକ ଗଭୀର ଘାଟରେ ପଡ଼ିଯାଇଥିଲା। ଅଧିକାରୀମାନେ କହିଛନ୍ତି ଯେ ପରିବାରର ୫ ଜଣ ସଦସ୍ୟ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଛନ୍ତି।






More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……