ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଘାଇକୁ କାର୍ ଖସିପଡ଼ି ଗୋଟିଏ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି | ଏଭଳି ଘଟଣା ଘଟିଛି ଉତ୍ତରାଖଣ୍ଡ ଚାମୋଲି ଜିଲ୍ଲାର ବଦ୍ରିନାଥ ଜାତୀୟ ରାଜପଥରେ | ଶନିବାର ବିବାହ ସମାରୋହରୁ ଫେରୁଥିବାବେଳେ ଗାଡିର ଡ୍ରାଇଭର ନିୟନ୍ତ୍ରଣ ହରାଇବା ଫଳରେ ପରିବାରର ୫ ଜଣଙ୍କର ମୃତ୍ୟୁ ହୋଇଛି | ରାତିରେ ବଦ୍ରିନାଥ ଜାତୀୟ ରାଜପଥରେ ପାଖୀ ଅଞ୍ଚଳ ନିକଟରେ କାରଟି ଏକ ଗଭୀର ଘାଟରେ ପଡ଼ିଯାଇଥିଲା। ଅଧିକାରୀମାନେ କହିଛନ୍ତି ଯେ ପରିବାରର ୫ ଜଣ ସଦସ୍ୟ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଛନ୍ତି।
More Stories
ବିମାନ ଦୁର୍ଘଟଣାରେ ଲୁହା ଜଳିଗଲା, ହେଲେ ସୁରକ୍ଷିତ ଭଗବତ ଗୀତା….
ଇରାନ ସେନା ମୁଖ୍ୟ,କମାଣ୍ଡରଙ୍କ ସହିତ ୨ ବୈଜ୍ଞାନିକଙ୍କ ମୃତ୍ୟୁ…..
ବିହାର ନିର୍ବାଚନରେ ଏକା ଲଢ଼ିବ ଆପ୍…..