ରିପୋର୍ଟ କାର୍ଡ / ଅନୁଗୁଳ
ଅନୁଗୁଳ ଜିଲ୍ଲା ଠାକୁରଗଡ ସାନହୁଲା ନିକଟରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ଭ୍ୟାନ ଓଲଟି ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛି। ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।






More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….