ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱର ରସୁଲଗଡ଼ ଓଭରବ୍ରିଜରେ ଗତକାଲି ବିଳମ୍ବିତ ରାତିରେ ସିରିଜ ଦୁର୍ଘଟଣା ଘଟିଛି। ରସୁଲଗଡରେ ୫ ଟି କାରକୁ ପିଟିଲା ଟ୍ରକ । ଦୁର୍ଘଟଣାରେ ୪ଜଣ ଆହତ ହୋଇଥିବା ସୂଚନା ମିଳିଛି । ମିଳିଥିବା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ରସୁଲଗଡ ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏକ ଟ୍ରକ ୫ଟି କାର୍କୁ ପିଟିଛି । ଯାହାଫଳରେ ଏହି ଦୁର୍ଘଟଣାରେ ୪ଜଣ ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ମଞ୍ଚେଶ୍ୱର ପୋଲିସ, ଅଗ୍ନିଶମ ବିଭାଗ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ । ପରେ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରିଛନ୍ତି ।ସେପଟେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ପାହାଳରୁ ଧରିଛି ପୋଲିସ ।






More Stories
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……