ରିପୋର୍ଟ କାର୍ଡ / ଭଦ୍ରକ
ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ପଳଦାବାଙ୍କ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି | ଗତକାଲି ବିଳମ୍ବିତ ରାତିରେ କଲିକତାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ‘ଜଗାକାଳିଆ’ ନାମକ ଏକ ବସ୍ ଟ୍ରକ୍କୁ ଧକ୍କା ଦେଇ ଦେଇଥିଲା । ବସରେ ପ୍ରାୟ ୨୦ ରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି । ବସ୍ର ସମ୍ମୁଖ ଅଂଶ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି | ଆହତ ଯାତ୍ରୀଙ୍କୁ ପ୍ରଥମେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ୫ ଜଣଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରିରକଃଗିଥିବା ସୂଚନା ମିଳିଛି |






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….