ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କାଶ୍ମୀରର ସମ୍ବା ଜିଲ୍ଲାରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ କାର ଗଭୀର ଖାଇକୁ ଖସି ୫ ଜଣଙ୍କର ମୃତ୍ୟୁ ହୋଇଛି । ଜଣେ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। କାରଟି ପଞ୍ଜାବରୁ ଶ୍ରୀଗଗର ଯାଉଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାରୀ କାର୍ଯ୍ୟ ଜାରି ରଖିଛନ୍ତି। ଘଟଣାର ତଦନ୍ତ କରାଯାଉଛି। ତେବେ ଦୁର୍ଘଟଣାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..