ରିପୋର୍ଟ କାର୍ଡ / ଭୁବନେଶ୍ୱର
ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ଟ୍ରକ୍କୁ ଯାତ୍ରୀବାହୀ ବସ୍ ପଛରୁ ଧକ୍କା ହୋଇଛି | ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ଡାକ୍ତରଖାନାରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ କେତେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଭୁବନେଶ୍ୱର ଏମ୍ସକୁ ପଠାଯିବ ବୋଲି ସୂଚନା ମିଳିଛି। ତେବେ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିନାହିଁ।






More Stories
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଭଡ଼ାଘର ଦେବେ ସରକାର…..
୧୯ରୁ ମାଟ୍ରିକ ପରୀକ୍ଷା……