ରିପୋର୍ଟ କାର୍ଡ / ଭୁବନେଶ୍ୱର
ମନ୍ତ୍ରୀମଣ୍ଡଳରୁ ବିଦା ହେଲେ ରୋହିତ ପୂଜାରୀ | ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚ ଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ବାଦ୍ ପଡ଼ିଥିବା ସୂଚନା ମିଳିଛି। ବାର୍ଷିକ ସମୀକ୍ଷାରେ ଖରାପ ପ୍ରଦର୍ଶନ ପାଇଁ ବାଦ୍ ପଡ଼ିଥିବା ସୂଚନା ମିଳିଛି। ଉଲ୍ଲେଖ ଯୋଗ୍ୟ ୨୦୨୨ରେ ତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଥିଲା। ଅତନୁ ସବ୍ୟସାଚୀଙ୍କୁ ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ ଦିଆଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..