ରିପୋର୍ଟ କାର୍ଡ / ରାଉରକେଲା
ପଲସରରେ ଆସି ୮ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ | ଏଭଳି ଘଟଣା ସାମ୍ନାକୁ ଆସିଛି ରାଉରକେଲା ସେକ୍ଟର -୧୯ ଥାନା ନିକଟରେ | ଆଜି ଏକ ବଡ ଧରଣର ଲୁଟ ହୋଇଛି। ପଲସରରେ ଆସି ଦୁର୍ବୃତ୍ତ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ୮ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ପେଟ୍ରୋଲ ପମ୍ପର ଜଣେ କର୍ମଚାରୀଙ୍କ ଠାରୁ ଗୋଟିଏ ବାଇକରେ ଆସିଥିବା ଦୁଇ ଜଣ ଦୁର୍ବୃତ୍ତ ଟଙ୍କା ଝାମ୍ପି ନେଇ ଫେରାର ହୋଇ ଯାଇଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..