ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୧ଲକ୍ଷ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ୪୭ଟି ସ୍ଥାନରେ ରାଷ୍ଟ୍ରୀୟ ରୋଜଗାର ମେଳା ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ଭିଡ଼ିଓ କନଫରେନ୍ସିଂରେ ଯୋଡି ହୋଇ ସମ୍ବୋଧିତ କରିଛନ୍ତି। ଭୁବନେଶ୍ୱରରେ ଅନୁଷ୍ଠିତ ରାଷ୍ଟ୍ରୀୟ ରୋଜଗାର ମେଳାରେ ନିଯୁକ୍ତିପତ୍ର ଦେଉଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ୩ଶହ ନବ ନିଯୁକ୍ତଙ୍କୁ ନିଯୁକ୍ତିପତ୍ର ଦେବାର କାର୍ଯ୍ୟକ୍ରମ ରହିଛି। ଯୁବବର୍ଗଙ୍କୁ ନିଯୁକ୍ତି ଦେବାପୁ ପ୍ରାଥମିକତା ଦେଇ ପ୍ରଧାନମନ୍ତ୍ରୀ ଏହି ରୋଜଗାର ମେଳାର ଆୟୋଜନ କରିଛନ୍ତି।






More Stories
ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ……
ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍ ସଂଘ……
ବିମାନବନ୍ଦରରୁ ୧୪ ବିମାନ ସ୍ଥାନାନ୍ତରିତ…..