Report Card Odisha

| Daily Odia News

୭ ତାରିଖ ଯାଏଁ ବଦଳାଇ ପାରିବେ ୨ ହଜାର ଟଙ୍କିଆ ନୋଟ୍‌…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

୨୦୦୦ ଟଙ୍କିଆ ନୋଟ୍ ଥିଲେ ଆଗକୁ ବଦଳାଇ ପାରିବେ । ଆଜି ବଦଳ କରାଇବାର ଶେଷ ତାରିଖ ଥିଲା। କିନ୍ତୁ ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଅବଧିକୁ ଅକ୍ଟୋବର ୭ ପର୍ଯ୍ୟନ୍ତ ବୃଦ୍ଧି  କରିଛନ୍ତି । ସୂଚନା ଅନୁସାରେ, ୨୦୦୦ ଟଙ୍କିଆ ନୋଟ୍ ଜମା ଏବଂ ବଦଳ ସମୟସୀମାକୁ ଅନ୍ୟୁନ ମାସେ ବୃଦ୍ଧି କରାଯିବାର ଥିଲା। କିନ୍ତୁ ଆରବିଆଇ ଆଉ ସପ୍ତାହେ ସମୟ ଦେଇଛନ୍ତି । ବିଦେଶରେ ଥିବା ଲୋକଙ୍କୁ ପ୍ରାଧାନ୍ୟ ଦିଆଯାଇ ଏହି ନିଷ୍ପତ୍ତି ନିଆଯାଇଛି।

Breaking News