ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନୟନ କାର୍ଯ୍ୟ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମାଷ୍ଟରପ୍ଲାନକୁ ଅନୁମୋଦନ ଦେଇଛନ୍ତି। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ| ସେଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସୂଚନାଯୋଗ୍ୟ ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ଏହାର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।






More Stories
କମିଲା ମୁଖ୍ୟମନ୍ତ୍ରୀଙ୍କ କାର୍କେଡ୍ ଗାଡ଼ି ସଂଖ୍ୟା…..
ଶେଷ ହେଉଛି ପେଟ୍ରୋଲ!….
ତିରିଂ ଅଞ୍ଚଳରେ ଡବଲ ମର୍ଡର ……