ରିପୋର୍ଟ କାର୍ଡ / ଭୁବନେଶ୍ବର
ପ୍ରତି ପଞ୍ଚାୟତରେ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ରାଜ୍ୟ ସରକାର ଦେଉଥିବା ଅର୍ଥ ପର୍ଯ୍ୟାପ୍ତ ହେଉନାହିଁ। ତେଣୁ ଆର୍ଥିକ ଅନୁଦାନକୁ ୧୦ ଲକ୍ଷରୁ ୨୫ଲକ୍ଷକୁ ବୃଦ୍ଧି କରିବା ପାଇଁ ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟ ଦାବି କରିଛନ୍ତି । ମନ୍ତ୍ରୀ ଉତ୍ତରରେ କହିଛନ୍ତି, ପ୍ରତି କଲ୍ୟାଣ ମଣ୍ଡପ ପାଇଁ ରାଜ୍ୟ ସରକାର ୧୦ ଲକ୍ଷ ଦେଉଥିବା ବେଳେ ବାକି ଅର୍ଥ ଡ଼ିଏମଏଫ ଫଣ୍ଡ, ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଏବଂ ଜିଲ୍ଲା ପରିଷଦ ମଧ୍ୟ ଏଥିରେ ଅର୍ଥ ଖର୍ଚ୍ଚ କରି ପାରିବେ । ଏହାସହ ଅନୁଦାନ ବୃଦ୍ଧି କରିବା ପାଇଁ ସରକାର ବିଚାର କରୁଥିବା ବିଧାନସଭାରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି ।
More Stories
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….