ରିପୋର୍ଟ କାର୍ଡ / ଭୁବନେଶ୍ୱର
ପରିବହନ ବିଭାଗର ୩ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ନିଗମ ନିର୍ଦ୍ଦେଶକ । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ ଦରମା ବନ୍ଦ ହେବ । କାର୍ଯ୍ୟରେ ଅବହେଳା ଅଭିଯୋଗ ପରେ ଏପରି କାର୍ଯ୍ୟାନୁଷ୍ଠାନ ନେଇଛି ବିଭାଗ ।
More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..