ରିପୋର୍ଟ କାର୍ଡ /ବାଲିଅନ୍ତା
ରେଲୱେ କନେଷ୍ଟବଳ ସୈାମ୍ୟରଞ୍ଜନ ସ୍ବାଇଁଙ୍କ ହତ୍ୟାକାଣ୍ତ ଘଟଣାରେ ଗିରଫଦାରୀ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଏମାନଙ୍କୁ ଗିରଫ କରାଯାଇ ପଚରାଉଚରା କରାଯାଉଛି।ସୂଚନାନୁଯାୟୀ,ଘଟଣାସ୍ଥଳର ଆଖପାଖ ଗାଁ ଗୁଡ଼ିକୁ ଗିରଫଦାରୀ ଭୟ ଘାରିଛି। ପୁରୁଷମାନେ ଘର ଛାଡ଼ି କେଉଁଆଡ଼େ ଫେରାର୍ ହୋଇଯାଇଛନ୍ତି। ଆଖପାଖ ଗାଁ ଏବେ ପୁରୁଷଶୂନ୍ୟ ହୋଇଯାଇଛି। ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ କମିଶନରେଟ ପୋଲିସ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରୁଛି।






More Stories
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….
୬ ସିଭିଲ ଜଜ୍ଙ୍କ ବଦଳି…..
ପଶ୍ଚିମବଙ୍ଗ ଗଲେ ମୁଖ୍ୟମନ୍ତ୍ରୀ…..