ରିପୋର୍ଟ କାର୍ଡ / ସମ୍ବଲପୁର
କୁଚିଣ୍ଡା ତହସିଲ ଅଧୀନ ଗୋଛରା ଆର୍ଆଇ ସତ୍ୟନାରାୟଣ କଉଡି ଜେଲ ଗଲେ| ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସମ୍ବଲପୁର ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଥିଲେ। ଶୁକ୍ରବାର ଭିଜିଲାନ୍ସ ତାଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି |
More Stories
କ୍ଷମା ମାଗ,ନଚେତ୍ ନବୀନ ନିବାସ ଘେରିବୁ…..
ଓଡ଼ିଆ ନବବର୍ଷରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ…..
ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି…..